ନୂଆଦିଲ୍ଲୀ ୨୭/୮: ଦେଶରେ କରୋନାର ପ୍ରଭାବ ଦିନ କୁ ଦିନ ବଢିବାରେ ଲାଗିଛି । କେନ୍ଦ୍ର ମନ୍ତ୍ରୀ କୃଷ୍ଣ ପାଲ ଗୁର୍ଜର କାରୋନା ରେ ସଂକ୍ରମିତ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ବିଟ୍ କରି ଜଣାଇଛନ୍ତି ।
स्वास्थ्य संबंधी दिक्कतों को गंभीरता से लेते हुए मैंने कोरोना टेस्ट करवाया जिसकी रिपोर्ट पॉजिटिव आई है। चिकित्सकों के परामर्श पर अब इलाज चलेगा। जितने भी लोग पिछले दिनों मेरे संपर्क में आएं हैं, कृपया वह कोरोना को गंभीरता से लेते हुए अपना कोरोना टेस्ट करवा लें।
— Krishan Pal Gurjar (@KPGBJP) August 27, 2020
ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ଗମ୍ଭୀରତାର ସହ ନେଇ ସେ କରୋନା ଟେଷ୍ଟ୍ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି ଓ ଯେତେ ଜଣ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ,ଦୟା କରି ସେମାନେ କରୋନା ଟେଷ୍ଟ୍ କରାଇ ନିଅନ୍ତୁ ବୋଲି କେନ୍ଦ୍ର ମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି ।