119

କରୋନାରେ ଆକ୍ରାନ୍ତ ହେଲେ ଗଜେନ୍ଦ୍ର ସିଂହ ଶେଖାୱତ

ନୂଆଦିଲ୍ଲୀ : ବିଶ୍ଵରେ ହୁ ହୁ ହୋଇ କରୋନା ର ପ୍ରଭାବ ବଢ଼ିବାରେ ଲାଗିଛି । ଜଳ ସମ୍ପଦ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ ଏବେ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ଯାଉଛନ୍ତି। ଟ୍ୱିଟରରେ ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ମନ୍ତ୍ରୀ ନିଜେ ସୂଚନା ଦେଇଛନ୍ତି।

 

 

Spread the love