124

ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ୱର,୧୮ /୯: ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ ଆଜି ସିବିଆଇ ରେଡ୍ କରିଛି । ଭୁବନେଶ୍ୱର ୟୁନିଟ-୧ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢାଉ କରିଛି । ସି-ସୋର ଲିଙ୍କରେ ବିଧାୟକଙ୍କ ଘରେ ଚଢାଉ ହୋଇଥିବା ସୂଚନା ମିଳିଛି ।
Spread the love